Leviticus 6:30 — Compare Translations

5 translations compared side by side

Odia - 1840
"ମାତ୍ର ପବିତ୍ର ସ୍ଥାନ ରେ ପ୍ରାଯଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ ତମ୍ବୁ ଭିତରକୁ ଅଣାୟାଏ, ତବେେ ସହେି ପାପାର୍ଥକ ବଳି ନିଶ୍ଚଯ ଭୋଜନ କରାୟିବା ଉଚିତ୍ ନୁହେଁ। ତାହା ସମ୍ପୁର୍ଣ୍ଣରୂପେ ଅଗ୍ନି ରେ ଦଗ୍ଧ କରାୟିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ଵୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ କରିବା ନିମନ୍ତେ ଯଦି କୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତେବେ ସେହି ପାପାର୍ଥକ ବଳି ନିଶ୍ଚୟ ଭୋଜନ କରାଯିବା ଉଚିତ୍ ନୁହେଁ। ତାହା ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରାଯିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ପବିତ୍ର ସ୍ଥାନରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ଯେକୌଣସି ପାପାର୍ଥକ ବଳିର ରକ୍ତ ସମାଗମ-ତମ୍ବୁ ଭିତରକୁ ଅଣାଯାଏ, ତାହା ଭୋଜନ କରାଯିବ ନାହିଁ, ତାହା ଅଗ୍ନିରେ ଦଗ୍ଧ ହେବ।”