Leviticus 6:4 — Compare Translations

5 translations compared side by side

Odia - 1840
"ଏହି ଦୋଷଗୁଡିକ ମଧ୍ଯରୁ ଯେ କୌଣସି ଗୋଟିଏ କରେ ସେ ପାପୀ ବୋଲି ବିବଚେିତ ହୁଏ। ସେ ନିଶ୍ଚଯ ଫରୋଇଦବେ, ଯାହା କିଛି ସେ ଚୋରି କରିଛି କିମ୍ବା ଅନ୍ଯାଯ ଭାବରେ ଗ୍ରହଣ କରିଛି କିମ୍ବା ତାକୁ କିଛି ବିଶ୍ବାସ ରେ ଦିଆୟାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ଯ ଯାହାକି ହଜି ୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ଵାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
Odia Bible ERV 2004 (ପବିତ୍ର ବାଇବଲ)
ଏହି ଦୋଷଗୁଡ଼ିକ ମଧ୍ୟରୁ ଯେକୌଣସି ଗୋଟିଏ କରେ ସେ ପାପୀ ବୋଲି ବିବେଚିତ ହୁଏ। ସେ ନିଶ୍ଚୟ ଫେରାଇଦେବ, ଯାହାକିଛି ସେ ଗ୍ଭେରି କରିଛି କିମ୍ବା ଅନ୍ୟାୟ ଭାବରେ ହରଣ କରିଛି କିମ୍ବା ତାକୁ କିଛି ବିଶ୍ୱାସରେ ଦିଆଯାଇଛି କିମ୍ବା କିଛି ଗୋଟେ ଅଧିକାର କରିଥିବା ଦ୍ରବ୍ୟ ଯାହାକି ହଜି ଯାଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ପାପ କରି ଦୋଷୀ ହେଲେ, ଯାହା ସେ ଅପହରଣ ଦ୍ୱାରା ନେଇଅଛି, ଅବା ଅନ୍ୟାୟରେ ପ୍ରାପ୍ତ ହୋଇଅଛି, ଅବା ଯେଉଁ ଗଚ୍ଛିତ ଦ୍ରବ୍ୟ ତାହା ନିକଟରେ ସମର୍ପିତ ହୋଇଅଛି, ଅବା ଯେଉଁ ହଜାଦ୍ରବ୍ୟ ପାଇଅଛି,