Leviticus 6:5 — Compare Translations

5 translations compared side by side

Odia - 1840
"ସେ ଯେଉଁଥିପାଇଁ ଗୋଟିଏ ମିଥ୍ଯା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସପୂର୍ଣ୍ଣ ଫରୋଇ ଦବୋ ଉଚିତ୍। ଏସବୁ ସେ କରିବ ଯେଉଁଦିନ ସେ ଦୋଷୀ ବୋଲି ସାବ୍ଯସ୍ତ ହବେଓ ସହେିଦିନ ସେ ଗ୍ରହିତାକୁ ସେ ଦ୍ରବ୍ଯ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅବା ଯେକୌଣସି ବିଷୟରେ ମିଥ୍ୟା-ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ଦ୍ରବ୍ୟ-ସ୍ଵାମୀକି ତାହା ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଯେଉଁଥିପାଇଁ ଗୋଟିଏ ମିଥ୍ୟା ଶପଥ କରିଥିଲା, ତାହାର ଏକ ପଞ୍ଚମାଂଶ ଅର୍ଥଦଣ୍ଡ ସହିତ ସମ୍ପୂର୍ଣ୍ଣ ଫେରାଇ ଦେବା ଉଚିତ୍। ଏସବୁ ସେ କରିବ ଯେଉଁ ଦିନ ସେ ଦୋଷୀ ବୋଲି ସାବ୍ୟସ୍ତ ହେବ ଓ ସେହି ଦିନ ସେ ଗ୍ରହିତାକୁ ଦ୍ରବ୍ୟ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅବା ଯେକୌଣସି ବିଷୟରେ ମିଥ୍ୟା ଶପଥ କରିଅଛି, ସେହି ସବୁ ଦ୍ରବ୍ୟ ଫେରାଇ ଦେବ; ମଧ୍ୟ ସେ ତାହା ସମ୍ପୂର୍ଣ୍ଣ ରୂପେ ଓ ତହିଁ ସଙ୍ଗେ ତହିଁର ପଞ୍ଚମାଂଶ ଅଧିକ ଫେରାଇ ଦେବ; ସେ ଦୋଷୀ ବୋଲି ନିଶ୍ଚିତ ହେବା ଦିନରେ ସେହି ଦ୍ରବ୍ୟର ମାଲିକକୁ ତାହା ଦେବ।
Odia IRV 2017 (ଓଡିଆ ବାଇବେଲ)