Leviticus 6:9 — Compare Translations
5 translations compared side by side
Odia - 1840
"ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହାମବେଳିର ବ୍ଯବସ୍ଥା ଅଟେ, ହାମବେଳି ସମସ୍ତ ପ୍ରଭାତ ହବୋ ପର୍ୟ୍ଯନ୍ତ ୟଜ୍ଞବଦେୀର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ବଳନ୍ତ ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ଵଳିତ ରହିବ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ଏହା ହୋମବଳିର ବ୍ୟବସ୍ଥା ଅଟେ, ହୋମବଳି ସମସ୍ତ ପ୍ରଭାତ ହେବା ପର୍ଯ୍ୟନ୍ତ ଯଜ୍ଞବେଦିର ଅଗ୍ନି ଉପରେ ରହିବ, ପୁଣି ଅଗ୍ନି ଜ୍ୱଳନ୍ତ ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଏହି ଆଜ୍ଞା ଦିଅ, ହୋମବଳିର ବ୍ୟବସ୍ଥା ଏହି; ହୋମଦ୍ରବ୍ୟ ସମସ୍ତ ରାତ୍ରି, ପ୍ରଭାତ ପର୍ଯ୍ୟନ୍ତ ବେଦିର ଅଗ୍ନିସ୍ଥାନ ଉପରେ ରହିବ, ପୁଣି ବେଦିର ଅଗ୍ନି ପ୍ରଜ୍ୱଳିତ ରହିବ।