Leviticus 7:10 — Compare Translations
5 translations compared side by side
Odia - 1840
"ସମସ୍ତ ଶସ୍ଯ ନବୈେଦ୍ଯ ହାରୋଣଙ୍କ ପୁତ୍ରମାନଙ୍କର। ତାହା ତୈଳ ମିଶ୍ରିତ ହେଉ ବା ଶୁଷ୍କ ହେଉ, ସେଥି ରେ କିଛି ପ୍ରଭଦେ ରହିବ ନାହିଁ। ସହେି ନବୈେଦ୍ଯ ହାରୋଣଙ୍କ ପୁତ୍ରଗଣଙ୍କ ମଧିଅରେ ବଣ୍ଟାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୈଳମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ-ନୈବେଦ୍ୟ ସବୁ ହାରୋଣର ପୁତ୍ରଗଣ ମଧ୍ୟରେ ଯେପରି ଏକର, ସେପରି ଅନ୍ୟର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଶସ୍ୟ ନୈବେଦ୍ୟ ହାରୋଣଙ୍କ ପୁତ୍ରମାନଙ୍କର। ତାହା ତୈଳମିଶ୍ରିତ ହେଉ ବା ଶୁଷ୍କ ହେଉ, ସେଥିରେ କିଛି ପ୍ରଭେଦ ରହିବ ନାହିଁ। ସେହି ନୈବେଦ୍ୟ ହାରୋଣଙ୍କ ପୁତ୍ରଗଣଙ୍କ ମଧ୍ୟରେ ବଣ୍ଟାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୈଳ ମିଶ୍ରିତ ବା ଶୁଷ୍କ ଭକ୍ଷ୍ୟ ନୈବେଦ୍ୟ ସବୁ ହାରୋଣଙ୍କର ପୁତ୍ରଗଣ ମଧ୍ୟରେ ପ୍ରତ୍ୟେକଙ୍କର ସମାନ ଅଂଶ ହେବ।”