Leviticus 7:11 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ଯବସ୍ଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସୃଷ୍ଟ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ମଙ୍ଗଳାର୍ଥକ ବଳି “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବା ପାଇଁ ନିମ୍ନ ବ୍ୟବସ୍ଥା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।
Odia IRV 2017 (ଓଡିଆ ବାଇବେଲ)
“ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ମଙ୍ଗଳାର୍ଥକ ଉପହାର ବଳିର ବ୍ୟବସ୍ଥା ଏହି।