Leviticus 7:12 — Compare Translations

5 translations compared side by side

Odia - 1840
"କହେି ଯବେେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତବେେ ସେ ତଲେ ରେ ଛଣା ହାଇେଥିବା ମଙ୍ଗଳାର୍ଥକ ବଳି ସହିତ ତାଡିଶୂନ୍ଯ ରୋଟୀ, ତୈଳୟୁକ୍ତ ଚାଡିଶୂନ୍ଯ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ବପିଠା ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କେହି ଯେବେ ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ଵପିଠା ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
କେହି ଯେବେ ସଦାପ୍ରଭୁଙ୍କୁ ପ୍ରଶଂସା କରିବାକୁ ମଙ୍ଗଳାର୍ଥକ ବଳି ଆଣେ, ତେବେ ସେ ତେଲରେ ଛଣା ହୋଇଥିବା ମଙ୍ଗଳାର୍ଥକ ବଳି ସହିତ ତାଡ଼ିଶୂନ୍ୟ ରୋଟୀ, ତୈଳଯୁକ୍ତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳମିଶ୍ରିତ ପକ୍ୱପିଠା ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
କେହି ଯଦି ପ୍ରଶଂସାର୍ଥକ ବଳି ଆଣେ, ତେବେ ସେ ପ୍ରଶଂସାର୍ଥକ ବଳି ସହିତ ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା, ତୈଳଲେପିତ ତାଡ଼ିଶୂନ୍ୟ ଚକୁଳି ଓ ସରୁ ମଇଦାର ତୈଳ ମିଶ୍ରିତ ରନ୍ଧନ ହୋଇଥିବା ପିଠା ଉତ୍ସର୍ଗ କରିବ।