Leviticus 7:13 — Compare Translations

5 translations compared side by side

Odia - 1840
"ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ଯକ୍ତି ସଦାପ୍ରଭୁଙ୍କୁ ଧନ୍ଯବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡିୟୁକ୍ତ ପିଠା ମଧ୍ଯ ଆଣିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୋଟୀର ପିଠା ଦେଇ ଆପଣା ଉପହାର ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
ମଙ୍ଗଳାର୍ଥକ ବଳିର ଅର୍ଥ ଜଣେ ବ୍ୟକ୍ତି ସଦାପ୍ରଭୁଙ୍କୁ ଧନ୍ୟବାଦ ପ୍ରକାଶ କରିବା ଓ ପ୍ରଶଂସାର ସହିତ ଅର୍ପଣ କରୁଥିବା ବଳି। ଏହି ଉପହାର ସହିତ ସେ ତାଡ଼ିଯୁକ୍ତ ପିଠା ମଧ୍ୟ ଆଣିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମଙ୍ଗଳାର୍ଥକ ପ୍ରଶଂସା ବଳି ସହିତ ତାଡ଼ିଯୁକ୍ତ ରୁଟିର ପିଠା ଦେଇ ଆପଣା ଉପହାର ଆଣିବ।

Recommended Reading