Leviticus 7:14 — Compare Translations
5 translations compared side by side
Odia - 1840
"ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନବେ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ପ୍ରକ୍ଷେପ କରେ, ତାହା ତାହାରି ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସଦାପ୍ରଭୁଙ୍କୁ ଉତ୍ସର୍ଗ କରୁଥିବା ଉପହାରରୁ ଗୋଟିଏ ପିଠା ନେବ। ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ସିଞ୍ଚନ କରେ ପିଠାଟି ତାହାର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ପ୍ରତ୍ୟେକ ଉପହାରରୁ ଏକ ଏକ ପିଠା ନେଇ ଉତ୍ତୋଳନୀୟ ନୈବେଦ୍ୟ ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ଯେଉଁ ଯାଜକ ମଙ୍ଗଳାର୍ଥକ ବଳିର ରକ୍ତ ଛିଞ୍ଚିବ, ତାହା ତାହାରି ହେବ।