Leviticus 7:15 — Compare Translations

5 translations compared side by side

Odia - 1840
"ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ଯବାଦର ବଳି ରୂପେ ଉତ୍ସର୍ଗ କରାୟାଏ। ସହେି ବଳିର ମାଂସ ସହେି ଉତ୍ସର୍ଗ ଦିନ ରେ ଭୋଜନ କରାୟିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ୟ୍ଯନ୍ତ ରହିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମଙ୍ଗଳାର୍ଥକ ବଳି ପ୍ରଭୁଙ୍କ ଧନ୍ୟବାଦର ବଳି ରୂପେ ଉତ୍ସର୍ଗ କରାଯାଏ। ସେହି ବଳିର ମାଂସ ସେହି ଉତ୍ସର୍ଗ ଦିନରେ ଭୋଜନ କରାଯିବ। ତହିଁରୁ କୌଣସି ମାଂସ ପରଦିନ ପ୍ରାତଃକାଳ ପର୍ଯ୍ୟନ୍ତ ରହିବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମଙ୍ଗଳାର୍ଥକ ପ୍ରଶଂସା ବଳିର ମାଂସ ତାହାର ଉତ୍ସର୍ଗ ଦିନରେ ଭୋଜନ କରାଯିବ; ସେ ପ୍ରାତଃକାଳ ପର୍ଯ୍ୟନ୍ତ ତହିଁରୁ କିଛି ରଖିବ ନାହିଁ।