Leviticus 7:16 — Compare Translations
5 translations compared side by side
Odia - 1840
"ମାତ୍ର ଯଦି ସହେି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ବେଚ୍ଛାଦତ୍ତ ଉପହାର ହୁଏ। ତବେେ ସେ ତାହାର ସହେି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳ ରେ ଭୋଜନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେବେ ସେହି ଉପହାର ବଳି ତାହାର ମାନତ ବା ସ୍ଵେଚ୍ଛାଦତ୍ତ ଉପହାର ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ଯଦି ସେହି ମଙ୍ଗଳାର୍ଥକ ବଳି ପ୍ରତିଜ୍ଞା ବା ସ୍ୱେଚ୍ଛାଦତ୍ତ ଉପହାର ହୁଏ। ତେବେ ସେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନ ହିଁ ତାହା ଭୋଜନ କରିବ। ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ ତାହା ପରଦିନ ପ୍ରାତଃକାଳରେ ଭୋଜନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯଦି ସେହି ଉପହାର ବଳି ତାହାର ମାନତ ବା ସ୍ୱେଚ୍ଛାଦତ୍ତ ନୈବେଦ୍ୟ ହୁଏ, ତେବେ ତାହାର ସେହି ବଳି ଉତ୍ସର୍ଗ କରିବା ଦିନରେ ତାହା ଭୋଜନ କରାଯିବ; ପୁଣି ତହିଁରୁ ଯାହା ଅବଶିଷ୍ଟ ରହିବ, ତାହା ଆରଦିନ ପ୍ରାତଃକାଳରେ ଭୋଜନ କରାଯିବ।