Leviticus 7:17 — Compare Translations

5 translations compared side by side

Odia - 1840
"ମାତ୍ର ଯବେେ କୌଣସି ବଳି ମାଂସ ପୁଣି ରହିୟାଏ, ତବେେ ତାହା ତୃତୀୟ ଦିନ ରେ ଅଗ୍ନି ରେ ଦଗ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେବେ କୌଣସି ବଳି ମାଂସ ପୁଣି ରହିଯାଏ, ତେବେ ତାହା ତୃତୀୟ ଦିନରେ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୃତୀୟ ଦିନରେ ବଳିର ଅବଶିଷ୍ଟ ମାଂସ ଅଗ୍ନିରେ ଦଗ୍ଧ କରାଯିବ।