Leviticus 7:18 — Compare Translations
5 translations compared side by side
Odia - 1840
"ଯଦି ତୃତୀୟ ଦିନ ରେ ସହେି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାୟାଏ, ତବେେ ତାହା ଗ୍ରାହ୍ଯ ହବେ ନାହିଁକିମ୍ବା ତାହା ବଳିଦାନକାରୀ ପକ୍ଷ ରେ ଗଣାୟିବ ନାହିଁ। ତାହା ଘୃଣା ଯୋଗ୍ଯ ହବେ, ଆଉ ଯେଉଁ ବ୍ଯକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେବେ ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରଇ, ସେ ଆପଣା ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତୃତୀୟ ଦିନରେ ସେହି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ କିମ୍ବା ତାହା ବଳିଦାନକାରୀ ପକ୍ଷରେ ଗଣାଯିବ ନାହିଁ। ତାହା ଘୃଣାଯୋଗ୍ୟ ହେବ, ଆଉ ଯେଉଁ ବ୍ୟକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
Odia IRV 2017 (ଓଡିଆ ବାଇବେଲ)