Leviticus 7:2 — Compare Translations
5 translations compared side by side
Odia - 1840
"ଯେଉଁ ସ୍ଥାନ ରେ ଯାଜକ ହାମବେଳି ବଧ କରନ୍ତି, ସହେି ସ୍ଥାନ ରେ ସମାନେେ ଦୋଷାର୍ଥକ ବଳି ବଧ କରିବେ। ତା'ପରେ ଯାଜକ ସହେି ବଳିର ରକ୍ତ ନଇେ ୟଜ୍ଞବଦେୀ ଚାରିପାଖ ରେ ଛିଞ୍ଚିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ପ୍ରୋକ୍ଷଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ସ୍ଥାନରେ ଯାଜକ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ। ତା’ପରେ ଯାଜକ ସେହି ବଳିର ରକ୍ତ ନେଇ ଯଜ୍ଞବେଦି ଗ୍ଭରିପାଖରେ ଛିଞ୍ଚିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସ୍ଥାନରେ ଲୋକମାନେ ହୋମବଳି ବଧ କରନ୍ତି, ସେହି ସ୍ଥାନରେ ସେମାନେ ଦୋଷାର୍ଥକ ବଳି ବଧ କରିବେ; ପୁଣି, ଯାଜକ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବ।