Leviticus 7:25 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗୀକୃତ ପଶୁର ମଦେ ଭକ୍ଷଣ କରେ। ତବେେ ସହେି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ୍ ରହିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରଇ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ପଶୁର ମେଦ ଭକ୍ଷ୍ୟଣ କରେ। ତେବେ ସେହି ଭୋଜନକାରୀ ଆପଣା ଲୋକମାନଙ୍କଠାରୁ ପୃଥକ ରହିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Odia IRV 2017 (ଓଡିଆ ବାଇବେଲ)
କାରଣ ମନୁଷ୍ୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଯେଉଁ ପଶୁ ଉତ୍ସର୍ଗ କରନ୍ତି, ତାହାର ମେଦ ଯେବେ କେହି ଭୋଜନ କରେ; ତେବେ ତାହା ଭୋଜନକାରୀ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।