Leviticus 7:27 — Compare Translations

5 translations compared side by side

Odia - 1840
"ଯଦି କୌଣସି ବ୍ଯକ୍ତି ସେ ରକ୍ତ ଭୋଜନ କରେ ତବେେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ବ୍ୟକ୍ତି ସେ ରକ୍ତ ଭୋଜନ କରେ ତେବେ ସେ ନିଜ ଲୋକମାନଙ୍କଠାରୁ ଅଲଗା ରହିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”
Odia IRV 2017 (ଓଡିଆ ବାଇବେଲ)
ଯେକୌଣସି ରକ୍ତ ଯିଏ ଭୋଜନ କରେ, ସେ ଯିଏ ହେଉ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।”