Leviticus 7:29 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ସନ୍ତାନଗଣଙ୍କୁ କୁହ, ଯେ କହେି ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ସମାଗମ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନବୈେଦ୍ଯ ଆଣିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ସମାଗମ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।
Odia IRV 2017 (ଓଡିଆ ବାଇବେଲ)
“ଯେକେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରେ, ସେ ଆପଣା ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ନିକଟକୁ ଆପଣା ନୈବେଦ୍ୟ ଆଣିବ।