Leviticus 7:3 — Compare Translations
5 translations compared side by side
Odia - 1840
"ଆଉ ସେ ଯାଜକ ତାହାର ସମସ୍ତ ମଦେ ଅର୍ଥାତ୍ ଲାଙ୍ଗୁଳର ମଦେ ଓ ଅନ୍ତାଚ୍ଛାଦକ ମଦେ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ ଓ ଅନ୍ତ୍ରାଚ୍ଛାଦକ ମେଦ ଓ ଦୁଇ ଗୁରୁଦା
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ସେ ଯାଜକ ତାହାର ସମସ୍ତ ମେଦ ଅର୍ଥାତ୍ ଲାଙ୍ଗୁଳର ମେଦ ଓ ଅନ୍ତ୍ରାଚ୍ଛାଦକ ମେଦ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାର ସବୁ ମେଦ, ଅର୍ଥାତ୍, ମେଦମୟ ଲାଙ୍ଗୁଳ, ଅନ୍ତ ଆଚ୍ଛାଦକ ମେଦ, ଦୁଇ ଗୁର୍ଦା ଓ