Leviticus 7:30 — Compare Translations

5 translations compared side by side

Odia - 1840
"ତା'ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଦୋଳନୀଯ ନବୈେଦ୍ଯ ଆଣିବ। ସେ ବକ୍ଷ ଏବଂ ମଦେ ଆଣି ଯାଜକକୁ ଦବୋ ଉଚିତ୍। ସହେି ବକ୍ଷ ତା'ର ଆଗ ରେ ଉଠାୟାଇ ସଦାପ୍ରଭୁଙ୍କୁ ଉପହାର ଦିଆୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଳନୀୟ ନୈବେଦ୍ୟ ଆଣିବ। ସେ ବକ୍ଷ ଏବଂ ମେଦ ଆଣି ଯାଜକକୁ ଦେବା ଉଚିତ୍। ସେହି ବକ୍ଷ ତା’ର ଆଗରେ ଉଠାଯାଇ ସଦାପ୍ରଭୁଙ୍କୁ ଉପହାର ଦିଆଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।
Odia IRV 2017 (ଓଡିଆ ବାଇବେଲ)
ତାହାର ନିଜ ହସ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଆଣିବ; ସେ ବକ୍ଷ ସହିତ ମେଦ ଆଣିବ, ତହିଁରେ ସେହି ବକ୍ଷ ଦୋଳନୀୟ ନୈବେଦ୍ୟାର୍ଥେ ସଦାପ୍ରଭୁଙ୍କ ସାକ୍ଷାତରେ ଦୋଳାୟିତ ହେବ।