Leviticus 7:31 — Compare Translations

5 translations compared side by side

Odia - 1840
"ତା'ପରେ ଯାଜକ ୟଜ୍ଞବଦେୀ ଉପରେ ସହେି ମଦକେୁ ଦଗ୍ଧ କରିବା ଉଚିତ୍। ମାତ୍ର ବକ୍ଷ ହାରୋଣ ଓ ତା'ର ପୁତ୍ରମାନଙ୍କର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯାଜକ ଯଜ୍ଞବେଦି ଉପରେ ସେହି ମେଦକୁ ଦ‌‌‌‌ଗ୍‌‌‌‌ଧ କରିବା ଉଚିତ୍। ମାତ୍ର ବକ୍ଷ ହାରୋଣ ଓ ତା’ର ପୁତ୍ରମାନଙ୍କର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ବେଦି ଉପରେ ସେହି ମେଦ ଦଗ୍ଧ କରିବ, ମାତ୍ର ବକ୍ଷ ହାରୋଣର ଓ ତାହାର ପୁତ୍ରଗଣଙ୍କର ହେବ।