Leviticus 7:32 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ନିଜ ନିଜ ମଙ୍ଗଳାର୍ଥକ ବଳିରୁ ଡାହାଣ ଚଟୁଆ ଯାଜକକୁ ଦେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ଆପଣା ଆପଣା ମଙ୍ଗଳାର୍ଥକ ବଳିରୁ ଡାହାଣ ଜଙ୍ଘ ଉତ୍ତୋଳନୀୟ ଉପହାର ରୂପେ ଯାଜକକୁ ଦେବ।
Recommended Reading