Leviticus 7:33 — Compare Translations
5 translations compared side by side
Odia - 1840
"ହାରୋଣଙ୍କ ପୁତ୍ରମାନଙ୍କ ମଧ୍ଯରୁ ୟିଏ କହେି ମଦେ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ହାରୋଣଙ୍କ ପୁତ୍ରମାନଙ୍କ ମଧ୍ୟରୁ ଯେକେହି ମେଦ ଓ ରକ୍ତ ମଙ୍ଗଳାର୍ଥକ ବଳି କରେ, ସେ ଆପଣା ଅଂଶ ରୂପେ ଡାହାଣ ଚଟୁଆ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।
Odia IRV 2017 (ଓଡିଆ ବାଇବେଲ)
ହାରୋଣର ପୁତ୍ରଗଣଙ୍କ ମଧ୍ୟରେ ଯେକେହି ମଙ୍ଗଳାର୍ଥକ ବଳିର ରକ୍ତ ଓ ମେଦ ଉତ୍ସର୍ଗ କରେ, ସେ ଆପଣା ଅଂଶ ରୂପେ ମଙ୍ଗଳାର୍ଥକ ବଳିର ଡାହାଣ ଜଙ୍ଘ ପାଇବ।