Leviticus 7:34 — Compare Translations
5 translations compared side by side
Odia - 1840
"ମୁଁ (ସଦାପ୍ରଭୁ) ଇଶ୍ରାୟେଲ ସନ୍ତାନଗଣର ମଙ୍ଗଳାର୍ଥକ ନବୈେଦ୍ଯରୁ ବକ୍ଷ ଓ ଚଟୁଆ ନଇେ ଚିରକାଳ ଦଯେ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ (ସଦାପ୍ରଭୁ) ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ନୈବେଦ୍ୟରୁ ବକ୍ଷ ଓ ଚଟୁଆ ନେଇ ଚିରକାଳ ଦେୟ ରୂପେ ସେସବୁ ଯାଜକ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଦେଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେହେତୁ ଆମ୍ଭେ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ-ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।
Odia IRV 2017 (ଓଡିଆ ବାଇବେଲ)
ଯେହେତୁ ଆମ୍ଭେ ଇସ୍ରାଏଲ ସନ୍ତାନଗଣର ମଙ୍ଗଳାର୍ଥକ ବଳିରୁ ଦୋଳନୀୟ ନୈବେଦ୍ୟର ବକ୍ଷ ଓ ଉତ୍ତୋଳନୀୟ ଉପହାରର ଜଙ୍ଘ ନେଇ ଇସ୍ରାଏଲ ସନ୍ତାନଗଣର ଅନନ୍ତକାଳୀନ ଦେୟ ରୂପେ ହାରୋଣ ଯାଜକକୁ ଓ ତାହାର ପୁତ୍ରଗଣଙ୍କୁ ଦେଇଅଛୁ।”