Leviticus 7:35 — Compare Translations
5 translations compared side by side
Odia - 1840
"ସମାନେେ ସଦାପ୍ରଭୁଙ୍କର ଯାଜକରୂପେ ସବୋ କରିବାକୁ ଉପସ୍ଥିତ ହେଲାପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ଦିନ ସେ ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲା, ସେହି ଦିନାବଧି ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ-ଅଂଶ;
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସଦାପ୍ରଭୁଙ୍କର ଯାଜକରୂପେ ସେବା କରିବାକୁ ଉପସ୍ଥିତ ହେଲା ପରେ, ସଦାପ୍ରଭୁଙ୍କ ଉପହାରରୁ ଏହି ଅଂଶ ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକ କର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;
Odia IRV 2017 (ଓଡିଆ ବାଇବେଲ)
ଯେଉଁ ଦିନ ମୋଶା ସଦାପ୍ରଭୁଙ୍କ ଛାମୁରେ ଯାଜକକର୍ମ କରିବା ନିମନ୍ତେ ହାରୋଣଙ୍କୁ ଓ ତାହାର ପୁତ୍ରଗଣଙ୍କୁ ଉପସ୍ଥିତ କରାଇଲେ, ସେହି ଦିନଠାରୁ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରୁ ଏହା ହିଁ ସେମାନଙ୍କର ଅଭିଷେକ ଅଂଶ;