Leviticus 7:38 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଯେଉଁ ଦିନ ସୀନଯ ପର୍ବତ ରେ ମାଶାଙ୍କେୁ ଆଦେଶ ଦେଲେ ସହେିଦିନ ଇଶ୍ରାୟେଲ ସନ୍ତାନଗଣଙ୍କୁ ସୀନଯ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଆପଣା ଆପଣା ଉପହାର ଦବୋକୁ ଆଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯେଉଁ ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଦେଶ ଦେଲେ ସେହି ଦିନ ଇସ୍ରାଏଲ ସନ୍ତାନଗଣଙ୍କୁ ସୀନୟ ପ୍ରାନ୍ତରସ୍ଥିତ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯେଉଁ ଦିନ ସୀନୟ ପ୍ରାନ୍ତରସ୍ଥିତ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ଆପଣା ଉପହାର ଦେବାକୁ ଆଜ୍ଞା ଦେଲେ, ସେହି ଦିନ ସୀନୟ ପର୍ବତରେ ମୋଶାଙ୍କୁ ଆଜ୍ଞା ଦେଲେ।