Leviticus 7:5 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ସଦାପ୍ରଭୁଙ୍କୁ ଉପହାର ସ୍ବରୂପ ଏହିସବୁ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କରିବ, ଏହା ହେଉଛି ଦୋଷାର୍ଥକ ବଳି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ସଦାପ୍ରଭୁଙ୍କୁ ଉପହାର ସ୍ୱରୂପ ଏହିସବୁ ନେଇ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କରିବ, ଏହା ହେଉଛି ଦୋଷାର୍ଥକ ବଳି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାଜକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରାର୍ଥେ ବେଦି ଉପରେ ତାହାସବୁ ଦଗ୍ଧ କରିବ; ଏହା ଦୋଷାର୍ଥକ ବଳି।