Leviticus 7:6 — Compare Translations
5 translations compared side by side
Odia - 1840
"ଯାଜକ ପରିବାର ମଧ୍ଯରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରିପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନ ରେ ତାହା ଭୋଜନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
“ଯାଜକ ପରିବାର ମଧ୍ୟରୁ ଯେକୌଣସି ପୁରୁଷ ଏହି ଦୋଷାର୍ଥକ ବଳି ଭୋଜନ କରି ପାରିବେ। ଏହା ମହାପବିତ୍ର, ତେଣୁ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।
Odia IRV 2017 (ଓଡିଆ ବାଇବେଲ)
ଯାଜକଗଣ ମଧ୍ୟରେ ପ୍ରତ୍ୟେକ ପୁରୁଷ ତାହା ଭୋଜନ କରିବେ; କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କରାଯିବ; ତାହା ମହାପବିତ୍ର।