Leviticus 7:8 — Compare Translations

5 translations compared side by side

Odia - 1840
"ପୁଣି ଯାଜକ ଯେଉଁ ଲୋକର ହାମବେଳି ଉତ୍ସର୍ଗ କରେ, ତା'ର ସହେି ଉତ୍ସର୍ଗୀକୃତ ହାମବେଳିର ଚର୍ମ ସହେି ଯାଜକ ନିଜେ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସୃଷ୍ଟ ହୋମବଳିର ଚର୍ମ ସେହି ଯାଜକର ନିଜ ପାଇଁ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତା’ର ସେହି ଉତ୍ସର୍ଗୀକୃତ ହୋମବଳିର ଚର୍ମ ସେହି ଯାଜକ ନିଜେ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି ଯାଜକ ଯେଉଁ ଲୋକର ହୋମବଳି ଉତ୍ସର୍ଗ କରେ, ତାହାର ସେହି ଉତ୍ସର୍ଗିତ ହୋମବଳି ପଶୁର ଚର୍ମ ସେହି ଯାଜକର ନିଜ ପାଇଁ ହେବ।