Leviticus 7:9 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ଶସ୍ଯ ନବୈେଦ୍ଯ ଯାହା ତୁନ୍ଦୁର ରେ ବା କରଇେ ରେ ପକ୍ବ କରାୟାଏ, ସେସବୁ ଉତ୍ସର୍ଗକାରୀ ଯାଜକର ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ପକ୍ଵ ଯେତେ ଭକ୍ଷ୍ୟ-ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଶସ୍ୟ ନୈବେଦ୍ୟ ଯାହା ତୁନ୍ଦୁରରେ ବା କରେଇରେ ପକ୍ୱ କରାଯାଏ, ସେସବୁ ଉତ୍ସର୍ଗକାରୀ ଯାଜକର ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହା ସବୁ ଉତ୍ସର୍ଗକାରୀ ଯାଜକର ହେବ।