Leviticus 8:10 — Compare Translations
5 translations compared side by side
Odia - 1840
"ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳ ନଇେ ପବିତ୍ର ତମ୍ବୁ ଓ ତହିଁ ମଧିଅରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମୋଶା ଅଭିଷେକାର୍ଥକ ତୈଳ ନେଇ ପବିତ୍ର ତମ୍ବୁ ଓ ତହିଁ ମଧ୍ୟରେ ଥିବା ସମସ୍ତ ବସ୍ତୁ ଉପରେ ସିଞ୍ଚନ କରି ସେସବୁକୁ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତହିଁ ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ପବିତ୍ର କଲେ।