Leviticus 8:11 — Compare Translations
5 translations compared side by side
Odia - 1840
"ତା'ପରେ ସେ ଅଭିଷକୋର୍ଥକ ତୈଳ ପାଇଁ ରଖାୟିଇଥିବା ତୈଳ ନେଲେ ଏବଂ ଏହା ୟଜ୍ଞବଦେୀ ଉପରେ ସାତଥର ଛିଞ୍ଚିଲେ। ସେ ୟଜ୍ଞବଦେୀ, ତା'ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର ଓ ରୂଖା ଅନ୍ଯାନ୍ଯ ବସ୍ତୁକୁ ପବିତ୍ର କରିବାକୁ ଅଭିଷକେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ଅଭିଷେକାର୍ଥକ ତୈଳ ପାଇଁ ରଖାଯାଇଥିବା ତୈଳ ନେଲେ ଏବଂ ଏହା ଯଜ୍ଞବେଦି ଉପରେ ସାତଥର ଛିଞ୍ଚିଲେ। ସେ ଯଜ୍ଞବେଦି, ତା’ର ସମସ୍ତ ପାତ୍ର, ପ୍ରକ୍ଷାଳନ ପାତ୍ର, ରୁଖା ଓ ଅନ୍ୟାନ୍ୟ ବସ୍ତୁକୁ ପବିତ୍ର କରିବାକୁ ଅଭିଷେକ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନ-ପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।