Leviticus 8:12 — Compare Translations

5 translations compared side by side

Odia - 1840
"ଏହାପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷକୋର୍ଥକ ତୈଳ ଢାଳି ତାଙ୍କୁ ମଧ୍ଯ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ହାରୋଣଙ୍କୁ ପ୍ରତିଷ୍ଠା କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ହାରୋଣଙ୍କ ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ମଧ୍ୟ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ହାରୋଣଙ୍କୁ ପବିତ୍ର କରିବା ପାଇଁ ତାଙ୍କର ମସ୍ତକରେ କିଛି ଅଭିଷେକାର୍ଥକ ତୈଳ ଢାଳି ତାଙ୍କୁ ଅଭିଷେକ କଲେ।