Leviticus 8:13 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସମାନଙ୍କେୁ ଜାମା ପିନ୍ଧାଇଲେ, କଟୀ ରେ ସମାନଙ୍କେର କଟୀବନ୍ଧନୀ ବାନ୍ଧିଲେ ଓ ସମାନଙ୍କେୁ ଶିରୋଭୂଷଣ ରେ ଭୂଷିତ କଲେ। ମାଶାେ ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ହାରୋଣଙ୍କ ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ଜାମା ପିନ୍ଧାଇଲେ, କଟିରେ ସେମାନଙ୍କର କଟିବନ୍ଧନୀ ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ। ମୋଶା ଏହା ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ହାରୋଣଙ୍କର ପୁତ୍ରଗଣଙ୍କୁ ଆଣି ସେମାନଙ୍କୁ ପୋଷାକ ପିନ୍ଧାଇଲେ ଓ କଟିବନ୍ଧନୀରେ ସେମାନଙ୍କର କଟି ବାନ୍ଧିଲେ ଓ ସେମାନଙ୍କୁ ଶିରୋଭୂଷଣରେ ଭୂଷିତ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।