Leviticus 8:14 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା'ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସହେି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ-ମସ୍ତକରେ ହସ୍ତନିର୍ଭର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ପାପାର୍ଥକ ବଳିର ଗୋବତ୍ସ ଆଣିଲେ। ତା’ପରେ ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକ ଉପରେ ହସ୍ତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ପାପାର୍ଥକ ବଳିର ଗୋବତ୍ସ ଆଣିଲେ; ପୁଣି ହାରୋଣ ଓ ତାଙ୍କର ପୁତ୍ରଗଣ ସେହି ପାପାର୍ଥକ ବଳିର ଗୋବତ୍ସ ମସ୍ତକରେ ହସ୍ତ ରଖିଲେ।