Leviticus 8:16 — Compare Translations

5 translations compared side by side

Odia - 1840
"ଅନନ୍ତର ମାଶାେ ଅନ୍ତ ଚତୁଃପାଶର୍‌ବସ୍ଥ ସମସ୍ତ ମଦେ, ୟକୃତ ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁରୁଦା ଓ ତାହାର ମଦେ ନଇେ ୟଜ୍ଞବଦେୀ ଉପରେ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଅନ୍ତ୍ର-ଉପରିସ୍ଥିତ ସମସ୍ତ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମୋଶା ଅନ୍ତ ଚତୁର୍ପାର୍ଶ୍ୱସ୍ଥ ସମସ୍ତ ମେଦ, ଯକୃତ ଉପରିସ୍ଥ ଅନ୍ତ୍ରାପ୍ଳାବକ, ଦୁଇ ଗୁରୁଦା ଓ ତାହାର ମେଦ ନେଇ ଯଜ୍ଞବେଦି ଉପରେ ଦ‌‌‌‌ଗ୍‌‌‌‌ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଅନ୍ତ ଉପରିସ୍ଥ ସମସ୍ତ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା ଓ ତହିଁର ମେଦ ନେଇ ବେଦି ଉପରେ ଦଗ୍ଧ କଲେ।