Leviticus 8:17 — Compare Translations
5 translations compared side by side
Odia - 1840
"ମାନ୍ତ ସେ ଚର୍ମ, ମାଂସ ଓ ଗୋମଯ ନଇେ ଛାଉଣୀର ବାହା ରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେହି ଗୋବତ୍ସର ଚର୍ମ ଓ ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ସେ ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେହି ଗୋବତ୍ସର ଚର୍ମ, ମାଂସ ଓ ଗୋମୟ ନେଇ ଛାଉଣିର ବାହାରେ ଦଗ୍ଧ କଲେ; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।