Leviticus 8:18 — Compare Translations

5 translations compared side by side

Odia - 1840
"ତା'ପରେ ସେ ହାମବେଳି ପାଇଁ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକରେ ହସ୍ତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତନିର୍ଭର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ହୋମବଳି ପାଇଁ ମେଷ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ହୋମାର୍ଥକ ମେଷ ଆଣିଲେ; ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକରେ ହସ୍ତ ରଖିଲେ।