Leviticus 8:2 — Compare Translations

5 translations compared side by side

Odia - 1840
"ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷକୋର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମଷେଛୁଆ ଓ ତାଡିଶୂନ୍ଯ ରୋଟୀର ଡାଲା ଏକତ୍ରୀତ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ; ଆଉ ବସ୍ତ୍ରସକଳ ଓ ଅଭିଷେକାର୍ଥକ ତୈଳ ଓ ପାପାର୍ଥକ ବଳିର ଗୋବତ୍ସ ଓ ଦୁଇ ମେଷ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ସଙ୍ଗେ ନିଅ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ହାରୋଣଙ୍କୁ ଓ ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କୁ, ସକଳ ବସ୍ତ୍ର, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳି ନିମନ୍ତେ ଷଣ୍ଢ, ଦୁଇଟି ମେଷଛୁଆ ଓ ତାଡ଼ିଶୂନ୍ୟ ରୋଟୀର ଡାଲା ଏକତ୍ରିତ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ହାରୋଣକୁ ଓ ତାହା ସହିତ ତାହାର ପୁତ୍ରଗଣଙ୍କୁ, ଆଉ ବସ୍ତ୍ରସକଳ, ଅଭିଷେକାର୍ଥକ ତୈଳ, ପାପାର୍ଥକ ବଳିର ଗୋବତ୍ସ, ଦୁଇ ମେଷ ଓ ତାଡ଼ିଶୂନ୍ୟ ରୁଟିର ଟୋକେଇ ଆପଣା ସଙ୍ଗେ ନିଅ।