Leviticus 8:20 — Compare Translations
5 translations compared side by side
Odia - 1840
"ଆଉ ସେ ମଷେକୁ ଖଣ୍ଡ ଖଣ୍ଡ କରି କାଟିଲେ, ମାଶାେ ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମଦେ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ ଜଳ ରେ ଧୌତ କଲେ। ତା'ପରେ ୟଜ୍ଞବଦେୀ ଉପରେ ମାଶାେ ସମସ୍ତ ମଷେକୁ ଦଗ୍ଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ମେଷକୁ ଖଣ୍ତ ଖଣ୍ତ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ ଓ ମାଂସଖଣ୍ତସକଳ ଓ ମେଦ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ, ମୋଶା ତାହାର ମସ୍ତକ, ସମସ୍ତ ମାଂସ ଖଣ୍ଡ ଓ ମେଦ ଦଗ୍ଧ କଲେ। ସେ ତାହାର ଅନ୍ତ ଓ ନଳି ଗୋଡ଼ ଜଳରେ ଧୌତ କଲେ। ତା’ପରେ ଯଜ୍ଞବେଦି ଉପରେ ମୋଶା ସମସ୍ତ ମେଷକୁ ଦଗ୍ଧ କଲେ। ଏହା ଥିଲା ସଦାପ୍ରଭୁଙ୍କ ପାଇଁ ହୋମବଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନୈବେଦ୍ୟ। ମୋଶା ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ମେଷକୁ ଖଣ୍ଡ ଖଣ୍ଡ କରି କାଟିଲେ; ପୁଣି, ମୋଶା ତାହାର ମସ୍ତକ, ମାଂସଖଣ୍ଡସକଳ ଓ ମେଦ ଦଗ୍ଧ କଲେ।