Leviticus 8:21 — Compare Translations
4 translations compared side by side
Odia - 1840
"ଏହାଥିଲା ସଦାପ୍ରଭୁଙ୍କ ପାଇଁ ହାମବେଳି ଓ ସଦାପ୍ରଭୁଙ୍କର ଏକ ସୁବାସିତ ନବୈେଦ୍ଯ। ମାଶାେ ଠିକ୍ ତାହା କଲେ, ଯାହା ସଦାପ୍ରଭୁ ତାଙ୍କୁ ଆଜ୍ଞା ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାହାର ଅନ୍ତ୍ର ଓ ପାଦ ଜଳରେ ଧୌତ କଲେ । ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର । ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାହାର ଅନ୍ତ ଓ ପାଦ ଜଳରେ ଧୌତ କଲେ। ପୁଣି, ମୋଶା ବେଦି ଉପରେ ମେଷ ସମେତ ଦଗ୍ଧ କଲେ, ଏହା ତୁଷ୍ଟିଜନକ ଆଘ୍ରାଣାର୍ଥକ ହୋମବଳି; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର। ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।