Leviticus 8:22 — Compare Translations

5 translations compared side by side

Odia - 1840
"ଅନନ୍ତର ସେ ଅନ୍ୟ ମଷେ ଅର୍ଥାତ୍ ପଦ ନି ଯୋଗାର୍ଥକ ମଷେ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମଷେର ମସ୍ତକ ଉପରେ ହସ୍ତ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ଅନ୍ୟ ମେଷ, ଅର୍ଥାତ୍, ପଦନି-ଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତନିର୍ଭର ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ସେ ଅନ୍ୟ ମେଷ ଅର୍ଥାତ୍ ପଦନିଯୋଗାର୍ଥକ ମେଷ ଆଣିଲେ। ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ଅନ୍ୟ ମେଷ, ଅର୍ଥାତ୍‍, ପଦନିଯୋଗାର୍ଥକ ମେଷ ଆଣିଲେ, ତହିଁରେ ହାରୋଣ ଓ ତାଙ୍କର ପୁତ୍ରଗଣ ମେଷର ମସ୍ତକ ଉପରେ ହସ୍ତ ରଖିଲେ।