Leviticus 8:23 — Compare Translations

5 translations compared side by side

Odia - 1840
"ତା'ପରେ ମାଶାେ ମଷେକୁ ବଧ କଲେ ଓ ତାହାର କିଛି ରକ୍ତ ନଇେ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ବର ରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା ମେଷକୁ ବଧ କଲେ ଓ ତାହାର କିଛି ରକ୍ତ ନେଇ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ୱରରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।