Leviticus 8:24 — Compare Translations
5 translations compared side by side
Odia - 1840
"ଏହାପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମାଶାେ ସହେି ରକ୍ତରୁ କିଛି ନଇେ ସମାନଙ୍କେ ଦକ୍ଷିଣ କର୍ଣ୍ଣ ପ୍ରାନ୍ତ ରେ ଓ ସମାନଙ୍କେ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସମାନଙ୍କେ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମାଶାେ ୟଜ୍ଞବଦେୀର ଉପରେ ଚାରିଆଡେ ରକ୍ତ ସିଞ୍ଚନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେ ହାରୋଣର ପୁତ୍ରଗଣଙ୍କୁ ଆଣିଲେ। ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଓ ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ, ଆଉ ମୋଶା ଯଜ୍ଞବେଦିର ଉପରେ ଗ୍ଭରିଆଡ଼େ ରକ୍ତ ସିଞ୍ଚନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ହାରୋଣଙ୍କର ପୁତ୍ରଗଣଙ୍କୁ ଆଣିଲେ, ତହୁଁ ମୋଶା ସେହି ରକ୍ତରୁ କିଛି ନେଇ ସେମାନଙ୍କ ଡାହାଣ କର୍ଣ୍ଣପ୍ରାନ୍ତରେ ଓ ସେମାନଙ୍କ ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ସେମାନଙ୍କ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ; ଆଉ ମୋଶା ବେଦି ଉପରେ ଚାରିଆଡ଼େ ରକ୍ତ ସେଚନ କଲେ।
Odia IRV 2017 (ଓଡିଆ ବାଇବେଲ)