Leviticus 8:25 — Compare Translations

5 translations compared side by side

Odia - 1840
"ପୁଣି ସେ ମଦେ ଓ ମଦମେଯ ଲାଙ୍ଗୁଳ, ଅନ୍ତ ଉପରିସ୍ଥିତ ସକଳ ମଦେ, ୟକୃତର ଉପରିସ୍ଥିତ ଚଟୁଆ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ମେଦ ଓ ମେଦମୟ ଲାଙ୍ଗୁଳ ଓ ଅନ୍ତ୍ର-ଉପରିସ୍ଥିତ ସକଳ ମେଦ ଓ ଯକୃତର ଉପରିସ୍ଥିତ ଅନ୍ତ୍ରାପ୍ଳାବକ ଓ ଦୁଇ ଗୁରୁଦା ଓ ତହିଁର ମେଦ ଓ ଡାହାଣ ଚଟୁଆ ନେଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥିତ ସକଳ ମେଦ, ଯକୃତର ଉପରିସ୍ଥିତ ଅନ୍ତ୍ରପ୍ଳାବକ, ଦୁଇ ଗୁରୁଦା, ତହିଁର ମେଦ ଓ ଡାହାଣ ଚଟୁଆ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ମେଦ, ମେଦମୟ ଲାଙ୍ଗୁଳ, ଅନ୍ତ ଉପରିସ୍ଥ ସକଳ ମେଦ, ଯକୃତର ଉପରିସ୍ଥ ଅନ୍ତପ୍ଲାବକ, ଦୁଇ ଗୁର୍ଦା, ତହିଁର ମେଦ ଓ ଡାହାଣ ଜଙ୍ଘ ନେଲେ;