Leviticus 8:26 — Compare Translations

5 translations compared side by side

Odia - 1840
"ଆଉ ସେ ତାଡିଶୁନ୍ଯ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖ ରେ ନିତ୍ଯ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ବ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡିଶୂନ୍ଯ ରୋଟୀ ଓ ଡାହାଣ ଚଟୁଆ ଓ ମଦେ ଉପରେ ଥୋଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥିତ ତାଡ଼ିଶୂନ୍ୟ ରୋଟୀର ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳପକ୍ଵ ରୋଟୀର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଚଟୁଆ ଉପରେ ଥୋଇଲେ;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ତାଡ଼ିଶୂନ୍ୟ ରୋଟୀ, ଯାହା ସଦାପ୍ରଭୁଙ୍କ ସମ୍ମୁଖରେ ନିତ୍ୟ ରଖାଯାଉଥିଲା ତାହା ନେଲେ ଓ ତୈଳ ପକ୍ୱ ରୋଟୀର ଗୋଟିଏ ପିଠା ଓ ଗୋଟିଏ ତାଡ଼ିଶୂନ୍ୟ ରୋଟୀ ଓ ଡାହାଣ ଚଟୁଆ ଓ ମେଦ ଉପରେ ଥୋଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ ସଦାପ୍ରଭୁଙ୍କ ସମ୍ମୁଖସ୍ଥ ତାଡ଼ିଶୂନ୍ୟ ରୁଟିର ଟୋକେଇରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତୈଳଲେପିତ ରନ୍ଧନ ହୋଇଥିବା ରୁଟିର ଗୋଟିଏ ପିଠା ଓ ଗୋଟିଏ ସରୁ ଚକୁଳି ନେଇ ମେଦ ଓ ଡାହାଣ ଜଙ୍ଘ ଉପରେ ରଖିଲେ;