Leviticus 8:27 — Compare Translations
5 translations compared side by side
Odia - 1840
"ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତ ରେ ସହେିସବୁ ଦଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହିସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ହାରୋଣଙ୍କର ଓ ତାଙ୍କର ପୁତ୍ରଗଣଙ୍କର ହସ୍ତରେ ସେହି ସବୁ ଦେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ।