Leviticus 8:28 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ସମାନଙ୍କେ ହସ୍ତରୁ ସେସବୁ ନଇେ ୟଜ୍ଞବଦେୀସ୍ଥିତ ହାମବେଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିୟୁକ୍ତି ଉପଲକ୍ଷେ ଏହା ଏକ ନବୈେଦ୍ଯ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନବୈେଦ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା ସେମାନଙ୍କ ହସ୍ତରୁ ସେସବୁ ନେଇ ଯଜ୍ଞବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଯାଜକ ରୂପେ ନିଯୁକ୍ତି ଉପଲକ୍ଷେ ଏହା ଏକ ନୈବେଦ୍ୟ ଥିଲା, ଏହା ସଦାପ୍ରଭୁଙ୍କ ପାଇ ଏକ ସୁବାସିତ ନୈବେଦ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହି ସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସେମାନଙ୍କ ହସ୍ତରୁ ସେହିସବୁ ନେଇ ବେଦିସ୍ଥିତ ହୋମବଳି ଉପରେ ଦଗ୍ଧ କଲେ; ଏହିସବୁ ତୁଷ୍ଟିଜନକ ଆଘ୍ରାଣାର୍ଥେ ପଦନିଯୋଗାର୍ଥକ ନୈବେଦ୍ୟ; ଏହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର।