Leviticus 8:29 — Compare Translations

5 translations compared side by side

Odia - 1840
"ଆଉ ମାଶାେ ବକ୍ଷ ନଇେ ସଦାପ୍ରଭୁଙ୍କ ସମ୍ମୁଖ ରେ ଦୋଳନୀଯ ନବୈେଦ୍ଯାର୍ଥେ ଦୋଳାଇଲେ। ପଦ ନି ଯୋଗର୍ଥକ ମଷେର ଏହି ଅଂଶ ମାଶାଙ୍କେର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମାଶାେ ଏହା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ। ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା। ସଦାପ୍ରଭୁଙ୍କ ଆଜ୍ଞା ଅନୁସାରେ ମୋଶା ଏହା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ମୋଶା ବକ୍ଷ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ଦୋଳାଇଲେ; ପଦନିଯୋଗାର୍ଥକ ମେଷର ଏହି ଅଂଶ ମୋଶାଙ୍କର ହେଲା; ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଏହା କଲେ।