Leviticus 8:30 — Compare Translations
5 translations compared side by side
Odia - 1840
"ଅନନ୍ତର ମାଶାେ ଅଭିଷକୋର୍ଥକ ତୈଳରୁ ଓ ୟଜ୍ଞବଦେୀ ଉପରିସ୍ଥ ରକ୍ତରୁ କିଛି ନଇେ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସମାନଙ୍କେ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେନ୍ତଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର ମୋଶା ଅଭିଷେକାର୍ଥକ ତୈଳରୁ ଓ ଯଜ୍ଞବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ। ପୁଣି ତାଙ୍କ ସହିତ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସିଞ୍ଚନ କଲେ। ଆଉ ହାରୋଣଙ୍କୁ ଓ ତାଙ୍କର ସମସ୍ତ ବସ୍ତ୍ରକୁ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।