Leviticus 8:31 — Compare Translations

5 translations compared side by side

Odia - 1840
"ମାଶାେ ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ ତମ୍ବୁ ସମ୍ମୁଖ ରେ ମାଂସ ରାନ୍ଧ। ତୁମ୍ଭମାନେେ ମଧ୍ଯ ତାହା ସଠାେରେ ଭୋଜନ କରିବ।' ନି ଯୋଗର୍ଥକ ଡାଲା ରେ ଥିବା ରୋଟୀ ନଇେ ଏକାଠି ଭୋଜନ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, ସମାଗମ-ତମ୍ଵୁଦ୍ଵାର ନିକଟରେ ମାଂସ ସିଦ୍ଧ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,ʼ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଡାଲାରେ ଥିବା ରୋଟୀ ଭୋଜନ କର ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁ ସମ୍ମୁଖରେ ମାଂସ ରାନ୍ଧ। ‘ତୁମ୍ଭେମାନେ ମଧ୍ୟ ତାହା ସେଠାରେ ଭୋଜନ କରିବ।’ ନିଯୋଗାର୍ଥକ ଡାଲାରେ ଥିବା ରୋଟୀ ନେଇ ଏକାଠି ଭୋଜନ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ କହିଲେ, “ସମାଗମ-ତମ୍ବୁର ଦ୍ୱାର ନିକଟରେ ମାଂସ ରନ୍ଧନ କର; ଆଉ ‘ହାରୋଣ ଓ ତାହାର ପୁତ୍ରଗଣ ତାହା ଭୋଜନ କରିବେ,’ ଆମ୍ଭର ଏହି ଆଜ୍ଞାନୁସାରେ ସେହି ସ୍ଥାନରେ ତାହା ଓ ପଦନିଯୋଗାର୍ଥକ ଟୋକେଇରେ ଥିବା ରୁଟି ଭୋଜନ କର।
Odia IRV 2017 (ଓଡିଆ ବାଇବେଲ)